ଭୁବନେଶ୍ୱର: ବର୍ତ୍ତମାନ ଓଡିଶା ଉପରେ ମୌସୁମୀ ଟ୍ରପ ଲଇଁ ଲାଇନ ସକ୍ରିୟ ରହିଛି। ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ନୂଆପଡା, ବଲାଙ୍ଗୀର, ବରଗଡ଼ , ଝାରସୁଗୁଡା ଓ ସମ୍ବଲପୁର ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଏଲି ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେହିପରି ଆସନ୍ତାକାଲି ବର୍ଷାର ପରିମାଣ ଟିକିଏ କମ ରହିବା ସହ କୌଣସି ସତର୍କ ସୂଚନା ନଥିବା ବେଳେ ପୁଣି ୧୩ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ