ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ଗଣିଆରେ ଥିବା କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବୋଦୟ ପ୍ରବେଶିକା ପରୀକ୍ଷା ଶନିବାର ଦିନ ଅନୁଷ୍ଠିତ ହୋଇ ଯାଇଛି । ଗଣିଆ ବ୍ଲକ ର ୧୯୭ ଜଣ ପରୀକ୍ଷର୍ଥୀ ପୂର୍ବରୁ ଆବେଦନ କରିଥିବା ବେଳେ ୧୯୧ ଜଣ ପରିକ୍ଷା ଦେଇଛନ୍ତି ବୋଲି ଜଣାଇଥିଲେ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଉତରାୟ । ଶ୍ରୀ ରାଉତରାୟ ପରୀକ୍ଷା କେନ୍ଦ୍ର ରେ ଉପସ୍ଥିତ ରହି ସୁଚାରୁ ରୂପେ ସମ୍ପାଦନ କରିଥିବା ବେଳେ କିଶୋର ଚନ୍ଦ୍ର ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ନିହାର ବାଳା ରାଉତ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ|
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ