ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି । ରବିବାରଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।
More Stories
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ