ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ଶେଷ ହୋଇଛି।
More Stories
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ