ନୂଆଦିଲ୍ଲୀ: ସଂରକ୍ଷିତ ଜାତି ଏବଂ ଜନଜାତି ଆରକ୍ଷଣରେ କ୍ରିମି ଲେୟାର ଲାଗୁ କରିବା ନେଇ ସୁପ୍ରିମ୍କୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । ଏହି ନିଷ୍ପତ୍ତିକୁ ବିରୋଧକରି ଆରକ୍ଷଣ ବଞ୍ଚାଅ ସଂଘର୍ଷ ସମିତି ୨୧ରେ ଭାରତ ବନ୍ଦ ଡାକରା ଦେଇଛି। ଏହାର ସମର୍ଥନରେ କିଛି ଦଳିତ ସଂଗଠନ ବାହାରିଛନ୍ତି । ଏହାଛଡ଼ା ସମାଜବାଦୀ ପାର୍ଟି ମଧ୍ୟ ଏହାକୁ ସମର୍ଥନ କରିଛି । ପୋଲିସ୍କୁ ଏନେଇ ସତର୍କ କରାଯାଇଛି ।
ଭାରତ ବନ୍ଦ ସମୟରେ କ’ଣ ଖୋଲା ରହିବ ଏବଂ କ’ଣ ବନ୍ଦ ରହିବ ସେନେଇ ଏପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ। ଭରତ ବନ୍ଦ ସମୟରେ ଡାକ୍ତରଖାନା ଏବଂ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା କାର୍ଯ୍ୟକ୍ଷମ ରହିବ।
More Stories
ଟାଇମ୍ ୧୦୦ ଫିଲାନଥ୍ରୋପି ୨୦୨୫’ ବିଶ୍ୱ ତାଲିକାରେ ମୁକେଶ ଏବଂ ନୀତା ଅମ୍ବାନୀ ସାମିଲ
ମହାକୁମ୍ଭରେ ଜିଓର ୫ଜି ସ୍ପିଡ୍ ଏୟାରଟେଲ୍ ଅପେକ୍ଷା ଉନ୍ନତ ରହିଥିଲା: ଓକଲା ରିପୋର୍ଟ
ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାମାନଙ୍କୁ ଫିଟନେସ୍ ମନ୍ତ୍ର ଦେଲେ ନୀତା ଅମ୍ବାନୀ