March 18, 2026

Utkal Sambad

ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ଗଣିଆ ବ୍ଲକ ରେ ଗୋଟିଏ ଦୁଇଟି ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ଓ ଶିକ୍ଷକ ଜଣେ ଅବସର ଗ୍ରହଣ କରୁଥିବାରୁ ନିଜ ନିଜ ବିଦ୍ୟାଳୟ ଗୁଡିକରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା କରାଯାଇଥିଲା ବୋଲି ଜଣାପଡିଛି, ସୂଚନା ଅନୁସାରେ ଡାଙ୍କାରିସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ପ୍ରଧାନ, ଜଗନ୍ନାଥ ପ୍ରସାଦ ପ୍ରଗଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଫୁଲ କୁମାର ପରମ ଗୁରୁ ଙ୍କ ସହିତ ମାଳତୀପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ନେଇ ଛନ୍ତି,ଏହି ସମ୍ବର୍ଦ୍ଧନା ସଭା ରେ ମୁଖ୍ୟଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ରାଉତରାୟ ଯୋଗ ଦେଇ ଥିବା ବେଳେ ସନମାନିତ ଅତିଥି ଭାବେ ସାଂସଦ ଙ୍କ ପ୍ରତିନିଧି ଶରତ କୁମାର କର, ପୂର୍ବତନ ବ୍ଲକ ଅଧକ୍ଷ ତଥା ସାଂସଦ ଙ୍କ ଜ଼ିଲ୍ଲା ପ୍ରତିନିଧି ଅନ୍ତର୍ଯ୍ୟାମୀ ମିଶ୍ର, ଏବିଓ ସମେତ ରାସଙ୍ଗ ସରପଞ୍ଚ ଶ୍ରୀଯୁକ୍ତ ମାନସ କୁମାର ମହାଖୁଡ଼, ପ୍ରାଥମିକ ଶିକ୍ଷକ ସଂଘ ର ସମ୍ପାଦକ ଶ୍ରୀ ସୁରେଶ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ,