ଗଣିଆ: (ମନୋରଞ୍ଜନ ମଳିକ): ନୟାଗଡ ଜ଼ିଲ୍ଲା ଗଣିଆ ବ୍ଲକ ଆଡ଼କଟା ବନମାଳୀ ବାରିକି ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଏଡ଼ସ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟର ଅଧକ୍ଷ ସଞ୍ଜୟ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଶିବିର କାର୍ଯ୍ୟକ୍ରମ ଆରମ୍ଭ ହୋଇ ଥିଲା I ଏଡ଼ସ ବିଷୟରେ ମହାବିଦ୍ୟାଳୟରେ ପ୍ରତେକ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରିବା ସହ ଜନସାଧାରଣ ମାନଙ୍କୁ ବୁଝାଇବା ପାଇଁ ପରାମର୍ଶ ଦେଇଥିଲେ I ଯୁବ ରେଡ଼କ୍ରସର ସଂଯୋଜକ ଦ୍ରୁ୍ଯ୍ୟୋଧନ ପରିଡା ଏଡ଼ସ ବିଷୟରେ ବୁଝାଇ ଥିଲେ I ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଓ ମହାବିଦ୍ୟାଳୟର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ I

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ