ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ଗଣିଆ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଦର୍ଶ ବିଦ୍ୟାଳୟ ର ପ୍ରବେଶିକା ପରୀକ୍ଷା ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇ ଯାଇଛି, ଗଣିଆ ବ୍ଲକ ର 8ଗୋଟି ପଂଚାୟତ ର ପ୍ରାୟ 210ଜଣ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ, 217ଜଣ ପରୀକ୍ଷର୍ଥୀ ପୂର୍ବରୁ ଆବେଦନ କରିଥିବା ବେଳେ 7ଜଣ ଅନୁପସ୍ଥିତ ଥିଲେ, ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଉତରାୟ ପରୀକ୍ଷା କେନ୍ଦ୍ର ରେ ଉପସ୍ଥିତ ରହି ସୁଚାରୁ ରୂପେ ସମ୍ପାଦନ କରିଥିବା ବେଳେ କିଶୋର ଚନ୍ଦ୍ର ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ନିହାର ବାଳା ରାଉତ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ|
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ