କଟକ: କଟକ ଏସ୍ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।

More Stories
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା