ଭୁବନେଶ୍ୱର: ଖୁବ୍ ଶୀଘ୍ର ରତ୍ନ ଭଣ୍ଡାର ଖାଲି ହେବ। ରତ୍ନଭଣ୍ଡାରରେ ଥିବା ବାକ୍ସ, ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ ସର୍ଭେ ସହ ଅତ୍ୟାଧୁନିକ ବେଷୟିକ ଜ୍ଞାନକେଶଳ ପ୍ରୟୋଗ କରାଯିବ ବୋଲି ଆଇନମନ୍ତ୍ରୀ ପ କହିଛନ୍ତି। ଶ୍ରୀମନ୍ଦିର ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ ଏ.ଆଇ କ୍ୟାମେରା ଲଗାଯିବ । ଏହାଦ୍ୱାରା ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ।
More Stories
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା