ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ