ଦଶପଲ୍ଲା -(ମନୋରଞ୍ଜନ ମଳିକ )-ଆଜି ଦଶପଲ୍ଲା ବିଧାୟକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱ ରେ ଶ୍ରୀକୃଷ୍ଣ କଲ୍ୟାଣୀ ମଣ୍ଡପ ଠାରୁ ବାଇକି ରାଲିରେ ଆସି ଦଶପଲ୍ଲା ମେଡିକାଲ ଛକ ଠାରେ ନିର୍ମାଣ କରାଯାଇ ଥିବା ପ୍ରବାସ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ବୈଠକ ଅନୁଷ୍ଠିତ ହୋଇଥିଲା, ଏହି କାର୍ଯ୍ୟକ୍ରମ ରେ ଦଶପଲ୍ଲା ବ୍ଲକ ଅଧକ୍ଷା ଶ୍ରୀମତୀ ସୁନନ୍ଦା ସାହୁ, NAC ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ଦଶପଲ୍ଲା ବ୍ଲକ ବିଜେଡି ସଭାପତି ସୁଦାମ ଚରଣ ପ୍ରଧାନ, ସମାଜ ସେବୀ ପ୍ରଦୀପ କୁମାର ସାହୁ, ଙ୍କ ସମେତ ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଙ୍କ ସହିତ ବରିଷ୍ଠ ବିଜେଡି କର୍ମୀ ମାନେ ଉପସ୍ଥିତ ଥିଲେ I

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ