ନୟାଗଡ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ମହୋତ୍ସବ ଓ ପଲିଶ୍ରୀ ମେଳା -2024ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କଲେ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଏହି ଅବସରରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଡ଼ି, ପୁରୀ ସାଂସଦ ଶ୍ରୀଯୁକ୍ତ ସମ୍ବିତ ପାତ୍ର, ଖଣ୍ଡପଡା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ, ନୟାଗଡ ବିଧାୟକ ଡ଼ା, ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା, ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ, ନୟାଗଡ ଜ଼ିଲ୍ଲା ପରିଷଦ ଅଧକ୍ଷ, ଜ଼ିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗ ଦେଇ ଥିଲେ |

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ