ଓ୍ବାର୍ସ/ନୂଆଦିଲ୍ଲୀ: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି।ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ l ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।

More Stories
ଭାରତ ଉପରେ ଆମେରିକା ଶୁଳ୍କ କମାଇବା ସମ୍ବାବନା
୬୧୦୦୦ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦୀ
ମାୟାବତୀଙ୍କ ମନ୍ତବ୍ୟ: ଧାର୍ମିକ କାର୍ଯ୍ୟରେ ରାଜନୈତିକ ହସ୍ତକ୍ଷେପ ଉଚିତ ନୁହେଁ