ନୂଆଦିଲ୍ଲୀ: ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ । ରୌପ୍ୟ ପଦକ ଜିତିବା ସହ ନୂଆ ଇତିହାସ ରଚିଛନ୍ତି ନୀରଜ । ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ ଭାବେ ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଏବଂ ଏବେ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଛନ୍ତି । ଚତୁର୍ଥ ଭାରତୀୟ ଖେଳାଳି ଭାବରେ ଦୁଇଟି ବ୍ୟକ୍ତିଗତ ଅଲିମ୍ପିକ୍ସ ପଦକ ଜିତିଛନ୍ତି । ଅଲିମ୍ପିକ୍ସ ଜାଭଲିନ୍ ଫାଇନାଲ କିନ୍ତୁ ଭାରତ-ପାକିସ୍ତାନ ଲଢେଇ ଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ।
More Stories
ଆଶୁତୋଷ ପାଇ ଭାପୁର ବ୍ଲକ ଉତ୍ସବ ମୁଖର
ଆନ୍ତର୍ଜାତୀୟ ଭଲିବଲ୍ ଫେଡେରେସନ୍ (ଏଫଆଇଭିବି) ପ୍ରଶାସନିକ ବୋର୍ଡରେ ଯୋଗଦେଲେ ଈଶା ଅମ୍ବାନୀ ଏବଂ ଲୁଇସ୍ ବାୱଡେନ୍
ଚତୁର୍ଥ ଏଲ୍ସିସି ଅଣ୍ଡର୍-୧୫ କ୍ରିକେଟ୍ ! ଉଦଘାଟନ ମ୍ୟାଚ୍ ରେ ବିବିସିଏ କ୍ଲବ୍ ବିଜୟୀ