ଭୁବନେଶ୍ୱର : ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ। ଧରାପଡ଼ିବା ପରେ ଏମଭିଆଇଙ୍କ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ।
More Stories
ରୋଟାରୀ କର୍ପୋରେଟ ଓ ସିଟିଜେନ ଏକ୍ସଇସିଲେନ୍ସ ଆୱାର୍ଡ ୨0୨୫ ଅନୁଷ୍ଠିତ
ଗଣିଆ ବ୍ଲକ ବିଭିନ୍ନ ସ୍ଥାନ ରେ ରଥଯାତ୍ରା ପାଳିତ
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ