ଗଣିଆ -(ମନୋରଞ୍ଜନ ମଳିକ)-ନୟାଗଡ ଜ଼ିଲ୍ଲା ଗଣିଆ ବ୍ଲକ ରେ ଥିବା ଏକ ପଞ୍ଜିକୃତ ଗଣମାଧ୍ୟମ ସଂଗଠନ ଆଞ୍ଚଳିକ ସାମ୍ବାଦିକ ସଂଘ ର ଦଶହରା ଉପଲକ୍ଷେ ସ୍ଥାନୀୟ ରାମ...
Year: 2024
ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ଗଣିଆ ବ୍ଲକ ର ଆଠ ଗୋଟି ପଂଚାୟତ ରେ ବିଭିନ୍ନ ଗ୍ରାମରେ ମା ଦୁର୍ଗା ଙ୍କ ପୂଜାଚର୍ଣା କରିବା ସହିତ...
ଭୁବନେଶ୍ୱର: ସାମ୍ବାଦିକତା କ୍ଷେତ୍ରରେ ବ୍ୟଙ୍ଗ ଚିତ୍ର (କାର୍ଟୁନ ) ଗୁଡିକ ଅଧିକ ପ୍ରଭାବି ହୋଇପାରିବ ଜଦି ଚିତ୍ରକାର ର ଚିନ୍ତାଧାରା ପ୍ରଭାବି ଶାଳୀ ହୋଇଥିବ l ପ୍ରତ୍ୟକ...
ମୁୁମ୍ବାଇ: ଦେଶର ବିଶିଷ୍ଟ ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ରତନ ଟାଟା ।...
ଭୁବନେଶ୍ୱର: ବୁଧବାର ଦିନ ମା’ ଜଗତଜନନୀ ଦୂର୍ଗାଙ୍କର ପବିତ୍ର ଷଷ୍ଠି ଉତ୍ସବ ପାଳନ ଅବସରରେ ଭାରତ ରକ୍ଷା ମଂଚ ତରଫରୁ ରାଜଧାନୀ ଭୁବନେଶ୍ୱର ସ୍ଥିତ ରାମମନ୍ଦିର ଠାରେ...
ମୁମ୍ବାଇ: ରିଲାଏନ୍ସ ରିଟେଲର ଓମିନି ଚାନେଲ ସୌନ୍ଦର୍ଯ୍ୟ ପ୍ଲାଟଫର୍ମ ‘ଟିରା’ ପକ୍ଷରୁ ଭାରତରେ ବିଶ୍ୱର ଅଗ୍ରଣୀ ବିଳାସପୂର୍ଣ୍ଣ ସ୍କିନ କେୟାର ଏବଂ ହେୟାର କେୟାର ବ୍ରାଣ୍ଡ ‘ଅଗଷ୍ଟିନସ୍ ବେଡ଼ର୍’ ର ଶୁଭାରମ୍ଭ କରାଯାଇଛି। ଏହି ବ୍ରାଣ୍ଡ ଏହାର ଅତ୍ୟାଧୁନିକ ବିଜ୍ଞାନଆଧାରିତ ସୂତ୍ର ପାଇଁ ଜଣାଶୁଣା, ଯାହା ୩୦ ବର୍ଷର ଅନୁସନ୍ଧାନ ଏବଂ ଟିଏଫସି ୮ ଜ୍ଞାନକୌଶଳ ଉପରେ ଆଧାରିତ। ଏହି ଜ୍ଞାନକୌଶଳ ଶରୀରର ପ୍ରାକୃତିକ ଦକ୍ଷତାକୁ ସକ୍ରିୟ କରି ତ୍ୱଚାକୁ ଠିକ କରିବା ଏବଂ ପୁନର୍ଜୀବିତ କରିବାରେ ସହାୟକ ହୋଇଥାଏ। ଟିରାର ସହ-ପ୍ରତିଷ୍ଠାତା ଭକ୍ତି ମୋଦୀ କହିଛନ୍ତି ଯେ, “ଆମର ପ୍ଲାଟଫର୍ମର ଉଦ୍ଦେଶ୍ୟ ହେଉଛି ଭାରତୀୟ ଗ୍ରାହକମାନଙ୍କୁ ଉଭୟ ବିଶ୍ୱ ଏବଂ ଘରୋଇ କ୍ଷେତ୍ରର ଶ୍ରେଷ୍ଠ ବ୍ରାଣ୍ଡଗୁଡିକ ଉପଲବ୍ଧ କରାଇବା। 'ଅଗଷ୍ଟିନସ୍ ବେଡ଼ର୍ ର ଶୁଭାରମ୍ଭ ଭାରତରେ ଆମର ବିଳାସପୂର୍ଣ୍ଣ ସ୍କିନ କେୟାର ପୋର୍ଟଫୋଲିଓକୁ ଅଧିକ ସଶକ୍ତ କରିବ। ଏହା ଆମ ଗ୍ରାହକମାନଙ୍କ ପାଇଁ ଏକ ଖାସ ସୁଯୋଗ।" ଅଗଷ୍ଟିନସ୍ ବେଡ଼ର୍ ର ସିଇଓ ଚାର୍ଲ୍ସ ରୋସିୟର୍ କହିଛନ୍ତି ଯେ, “ଟିରା ସହ ଏହି ସହଭାଗୀତା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, କାରଣ ଏହା ଆମକୁ ବିଶ୍ୱର ସବୁଠାରୁ ଉତ୍ସାହଭରା ସୌନ୍ଦର୍ଯ୍ୟ ବଜାରରେ ପ୍ରବେଶ କରିବାର ସୁଯୋଗ ଦେଉଛି । ଅଗଷ୍ଟିନସ୍ ବେଡ଼ର୍ କଲେକ୍ସନ ଟିରାର ଅନଲାଇନ୍ ପ୍ଲାଟଫର୍ମ ଏବଂ ମୁମ୍ବାଇ, ଦିଲ୍ଲୀ, ହାଇଦ୍ରାବାଦ ଓ ବେଙ୍ଗାଲୁରୁରେ ଅବସ୍ଥିତ ନିର୍ଦ୍ଦିଷ୍ଟ ଟିରା ଷ୍ଟୋରଗୁଡିକରେ ମଧ୍ୟ ଉପଲବ୍ଧ ରହିଛି ।
ଗଣିଆ -(ମନୋରଂଜନ ମଳିକ)-, ନୟାଗଡ ଜିଲ୍ଲା ଗଣିଆ ବ୍ଲକ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଟିତ...
ଗଣିଆ (ମନୋଜ ମଳିକ): ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ୍ ଓ ଏନ, ଏ,...
ଗଣିଆ (ମନୋଜ ମଳିକ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ୍ ଅନ୍ତର୍ଗତ ଗଣିଆ ଗ୍ରାମପଞ୍ଚାୟତ ଅଧୀନରେ ଥିବା ୱାର୍ଡ ୨ଓ ୩ନମ୍ବର ୱାର୍ଡ ର ଦଳିତ ସାହି, ପାଇକ...
ଗଣିଆ -(ମନୋରଞ୍ଜନ ମଳିକ)-, ନୟାଗଡ ଜିଲ୍ଲା ଗଣିଆ ଥାନା ପରିସରରେ ଶନିବାର ଦିନ ଦିବା ୫ ଘଟିକା ସମୟରେ ଦଶହରା ପୂଜା କମିଟି ମାନକୁ ନେଇ ଏକ...