ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଭାରତର ଜିଡିପି ୮% ହାରରେ ବୃଦ୍ଧି ପାଉଛି ଏବଂ ସେ ଆଶା କରୁଛନ୍ତି ଯେ ଦେଶ ଖୁବ୍ ଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ଆଜି ନୂଆଦିଲ୍ଲୀରେ ଆୟୋଜିତ ବଜେଟ ପରବର୍ତ୍ତୀ ବିକଶିତ ଭାରତ ଅଭିମୁଖେ ଯାତ୍ରା ଶୀର୍ଷକ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ଯୋଗଦେଇ ଶ୍ରୀ ମୋଦୀ ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା ଆହ୍ୱାନ ମଧ୍ୟରେ ମଧ୍ୟ ଭାରତର ଉଲ୍ଲେଖନୀୟ ଅଗ୍ରଗତି ଉପରେ ଆଲୋକପାତ କରିଥିଲେ। ସରକାର ସବୁ କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ବୋଲି ସେ ଗୁରୁତ୍ୱାରୋପ କରିଥିଲେ।
More Stories
ଟାଇମ୍ ୧୦୦ ଫିଲାନଥ୍ରୋପି ୨୦୨୫’ ବିଶ୍ୱ ତାଲିକାରେ ମୁକେଶ ଏବଂ ନୀତା ଅମ୍ବାନୀ ସାମିଲ
ମହାକୁମ୍ଭରେ ଜିଓର ୫ଜି ସ୍ପିଡ୍ ଏୟାରଟେଲ୍ ଅପେକ୍ଷା ଉନ୍ନତ ରହିଥିଲା: ଓକଲା ରିପୋର୍ଟ
ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାମାନଙ୍କୁ ଫିଟନେସ୍ ମନ୍ତ୍ର ଦେଲେ ନୀତା ଅମ୍ବାନୀ