ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି । ରବିବାରଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ