ଭୁବନେଶ୍ୱର: ଭୁବନେଶ୍ୱର ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଶୁକ୍ରବାର ସକାଳେ ବନ୍ଦିତା ଓ ତାଙ୍କ ସ୍ବାମୀ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ୍ ହୋଇଛନ୍ତି। ସୂଚନାଥାଉ କି, ସ୍ବାଧୀନଭାବେ ବିଜୟୀ ହେବା ପରେ ସେ ବିଜେଡିରେ ସାମିଲ ହୋଇଥିଲେ। ଏବେ ରାଜନୈତିକ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଛନ୍ତି ବନ୍ଦିତା ପାଲ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ