ପୁରୀ: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି। ତା’ସହ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ଯେଉଁଠି ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି,ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା ଚାଲିଥିବା ଆଇନମନ୍ତ୍ରୀ କହିଛନ୍ତି।ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାଁନ୍ତି।ସେ କହିଛନ୍ତି,
More Stories
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ