ଭୁବନେଶ୍ୱର:ପିଆଜ କିଲୋ ପିଛା ୫୦ ଟଙ୍କା ଛୁଇଁଲାଣି। ଫଳରେ ଗ୍ରାହକଙ୍କ ମୁଣ୍ଡରେ ଚଡକ ପଡ଼ିଛି। ଆଳୁ କିଲୋ ପିଛା ୪୦ ଟଙ୍କା ଥିବା ବେଳେ ତାହା ଦୀର୍ଘ ଦିନ ଆଳୁ ପରେ ପରେ ଗ୍ରାହକଙ୍କୁ ଏବେ ଆଉ ଏକ ଝଟକା। ଆଳୁ ଦର କମୁନଥିବା ବେଳେ ଏବେ ପିଆଜ ରେଟ ହୁ ହୁ ହୋଇ ବଢିବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ଏ ନେଇ ସୂଚନା ଦେଇଛନ୍ତି।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ