ଓ୍ବାର୍ସ/ନୂଆଦିଲ୍ଲୀ: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି।ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ l ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।
More Stories
ଟାଇମ୍ ୧୦୦ ଫିଲାନଥ୍ରୋପି ୨୦୨୫’ ବିଶ୍ୱ ତାଲିକାରେ ମୁକେଶ ଏବଂ ନୀତା ଅମ୍ବାନୀ ସାମିଲ
ମହାକୁମ୍ଭରେ ଜିଓର ୫ଜି ସ୍ପିଡ୍ ଏୟାରଟେଲ୍ ଅପେକ୍ଷା ଉନ୍ନତ ରହିଥିଲା: ଓକଲା ରିପୋର୍ଟ
ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାମାନଙ୍କୁ ଫିଟନେସ୍ ମନ୍ତ୍ର ଦେଲେ ନୀତା ଅମ୍ବାନୀ