June 26, 2025

Utkal Sambad

ବାଣିଜ୍ୟ

ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନଏମଏସିସି) ନ୍ୟୁୟର୍କର ଲିଙ୍କନ ସେଣ୍ଟରରେ 'ଗ୍ରାଣ୍ଡ ଇଣ୍ଡିଆନ୍ ୱିକେଣ୍ଡ' ପାଳନ କରିବ ମୁମ୍ବାଇ: ଦେଶର ସର୍ବବୃହତ ମିଡିଆ ଏବଂ ମନୋରଞ୍ଜନ ପ୍ଲାଟଫର୍ମ ମଧ୍ୟରୁ ଗୋଟିଏ ଜିଓଷ୍ଟାରର ଅଧ୍ୟକ୍ଷା ନୀତା ଅମ୍ବାନୀ ଦୃଢ଼ ଆଶା ପ୍ରକଟ କରିଛନ୍ତି ଯେ ଖୁବ୍...

1 min read

ମାଗଣା ୫୦ ଦିନ ଜିଓ ଫାଇବର / ଜିଓ ଏୟାରଫାଇବର ଟ୍ରାଏଲ ସଂଯୋଗ ଅଫର ପ୍ରତି ସାରା ରାଜ୍ୟରେ ବିପୁଳ ଉତ୍ସାହ ଜିଓ ଫେବୃୟାରୀ ମାସରେ ଓଡ଼ିଶାରେ ୧୧ ହଜାରରୁ ଅଧିକ ନୂତନ ଜିଓଏୟାରଫାଇବର ଗ୍ରାହକ ଯୋଡିଛି: ଟ୍ରାଇ ତଥ୍ୟ ଜିଓଏୟାରଫାଇବର ଓଡ଼ିଶାର ସମସ୍ତ ଜିଲ୍ଲା, ତହସିଲ ଏବଂ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫଲାଇନ ପାଲଟିଛି ଏବଂ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ପ୍ରଦାନ କରୁଛି ଭୁବନେଶ୍ୱର: ସାରା ରାଜ୍ୟରେ ଏହାର ଦ୍ରୁତତମ ଏବଂ ସର୍ବବୃହତ ଟ୍ରୁ ୫ଜି ନେଟୱାର୍କ ବଳରେ ରିଲାଏନ୍ସ ଜିଓ ଓଡ଼ିଶାରେ ୫ଜି ଏଫଡବ୍ଲୁଏ (ଫିକ୍ସଡ୍ ୱାୟାରଲେସ୍ ଆକ୍ସେସ୍) କ୍ଷେତ୍ରରେ ଏହାର ଆଧିପତ୍ୟକୁ ଆହୁରି ଅଧିକ ସୁଦୃଢ଼​​କରିଛି। ଜିଓ ଏୟାରଫାଇବର ରାଜ୍ୟରେ ୮୬ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଗ୍ରାହକ ବଜାର ଅଂଶ ହାସଲ କରିଛି। ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓର ୫ଜି ଏଫଡ଼ବ୍ଲୁଏ ସେବା ଜିଓଏୟାରଫାଇବର ଫେବୃୟାରୀ ଶେଷ ସୁଦ୍ଧା ରାଜ୍ୟରେ ୧.୪୨ ଲକ୍ଷରୁ ଅଧିକ ଉପଭୋକ୍ତା ସହିତ ଏକ ବିରାଟ ବ୍ୟବଧାନରେ ଆଗରେ ରହିଛି। ଏହାର ନିକଟତମ ପ୍ରତିଦ୍ୱନ୍ଦ୍ୱୀ, ମାତ୍ର ୨୨ ହଜାର ଉପଭୋକ୍ତା ସହିତ ବେଶ ପଛରେ ରହିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଫେବୃଆରୀ ମାସରେ ଜିଓ ସର୍ବାଧିକ ୧୧ ହଜାରରୁ ଉର୍ଦ୍ଧ୍ଵ ନୂଆ ଜିଓଏୟାରଫାଇବର ଗ୍ରାହକ ଯୋଡି଼ବା ସହିତ ଓଡ଼ିଶାରେ ମୋଟ ୫ଜି ଏଫଡ଼ବ୍ଲୁଏ ଗ୍ରାହକ ସଂଖ୍ୟା ୧.୬୫ ଲକ୍ଷ ଅତିକ୍ରମ କରିଛି। ଟ୍ରାଇ ପ୍ରକାଶିତ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ମଧ୍ୟ ରାଜ୍ୟରେ ସର୍ବାଧିକ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ନିଜର ଜୟଯାତ୍ରା ଜାରି ରଖି ଫେବୃୟାରୀ ମାସରେ ସର୍ବାଧିକ ୧.୧୪ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଉପଭୋକ୍ତା ଯୋଡ଼ିଛି। ଏହା ସହିତ ରାଜ୍ୟରେ ଜିଓର ୪ଜି / ୫ଜି ନେଟୱାର୍କରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୧.୫୮ କୋଟି ଅତିକ୍ରମ କରିବା ସହ ଜିଓ ଓଡ଼ିଶାରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ନିଜର ନେତୃତ୍ୱ ସ୍ଥାନକୁ ଆହୁରି ସୁଦୃଢ଼​​କରିଛି। ଜିଓର ୫୦ ଦିନର ମାଗଣା ଜିଓଫାଇବର / ଜିଓଏୟାରଫାଇବର ଟ୍ରାଏଲ୍ ସଂଯୋଗ ଅଫରର ବଢୁଥିବା ଲୋକପ୍ରିୟତା: କ୍ରିକେଟ୍ ସିଜିନ୍ ପାଇଁ ଜିଓ ଆରମ୍ଭ କରିଥିବା ଅସୀମିତ ଅଫର ସହିତ ୫୦ ଦିନର ମାଗଣା ଜିଓଫାଇବର / ଜିଓଏୟାରଫାଇବର ଟ୍ରାଏଲ୍ ସଂଯୋଗ ପ୍ରଦାନ କରୁଛି, ଯାହା ସାରା ଓଡ଼ିଶାରେ ବିଶେଷ ଲୋକପ୍ରିୟତା ହାସଲ କରିଛି। ଏହି ଅଫର ସହିତ ଗ୍ରାହକମାନେ ୮୦୦ରୁ ଅଧିକ ଟିଭି ଚ୍ୟାନେଲ୍, ୧୧ ରୁ ଅଧିକ ଓଟିଟି ଆପ୍, ଅସୀମିତ ୱାଇଫାଇ, ନିରବଛିନ୍ନ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଆହୁରି ଅନେକ ସୁବିଧା ଉପଭୋଗ କରୁଛନ୍ତି। କେବଳ ଏକ ଜିଓ ସିମ ଏବଂ ୧୫ ମଇ ୨୦୨୫ ପୂର୍ବରୁ ୨୯୯ ଟଙ୍କା କିମ୍ବା ତା'ଠାରୁ ଅଧିକ ମୂଲ୍ୟର ରିଚାର୍ଜ ସହିତ, ଗ୍ରାହକମାନେ ଉଚ୍ଚ ମାନର ମନୋରଞ୍ଜନ କଣ୍ଟେଣ୍ଟ ସାଙ୍ଗକୁ ପ୍ରତ୍ୟେକ ମ୍ୟାଚର ଯେକୌଣସି ସମୟରେ, ଯେକୌଣସି ସ୍ଥାନରେ ନିର୍ବିଘ୍ନ, ଉଚ୍ଚ-ଗୁଣବତ୍ତା ଷ୍ଟ୍ରିମିଂର ମଜା ନେଇପାରିବେ। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ତଥା ଭୌଗଳିକ ଦୃଷ୍ଟିରୁ ଆହ୍ୱାନପୂର୍ଣ୍ଣ ସ୍ଥାନଗୁଡିକରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତାକୁ ଦୂର କରିଛି, ଯେଉଁଠାରେ ପୂର୍ବରୁ ଏହା ଏକରକମ ଅସମ୍ଭବ ସ୍ଵପ୍ନ ଭଳି ରହିଥିଲା। ଏହା ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଓ ଗୁଣାତ୍ମକ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ) ସହିତ ସଂଯୁକ୍ତ କରିଛି, ଯେଉଁମାନଙ୍କର ପରିସରରେ ପୂର୍ବରୁ ଅପ୍ଟିକାଲ୍-ଫାଇବର ବିସ୍ତାର କରିବାରେ ଜଟିଳତା ରହିଥିଲା। ଜିଓ ଟ୍ରୁ ୫ଜି ନେଟୱାର୍କ ବାସ୍ତବରେ ଡିଜିଟାଲ୍ ଅନ୍ତର୍ଭୁକ୍ତିକରଣ ଜରିଆରେ ଛାତ୍ରଛାତ୍ରୀ, ବୃତ୍ତିଗତ ପେଶାଦାର, ଉଦ୍ୟୋଗୀ ଏବଂ ସାଧାରଣ ପରିବାର ସମେତ ଲକ୍ଷ ଲକ୍ଷ ଲୋକଙ୍କୁ ସଶକ୍ତ କରିଛି। ହାଇସ୍ପିଡ୍ ୫ଜି ସେବା ପ୍ରଦାନ କରୁଥିବା ଜିଓଏୟାରଫାଇବରର ଦ୍ରୁତ ଆଦୃତି ଓଡ଼ିଶାର ଡିଜିଟାଲ୍ ଭିତ୍ତିଭୂମିକୁ ସୁଦୃଢ କରିଛି, ଯାହା ଶିକ୍ଷା, ସ୍ୱାସ୍ଥ୍ୟସେବା, କୃଷି ଏବଂ ମନୋରଞ୍ଜନ କ୍ଷେତ୍ରରେ ଉଲ୍ଲେଖନୀୟ ଉନ୍ନତିରେ ସହାୟକ ହୋଇଛି।

ଭୁବନେଶ୍ୱର: ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ଜାତୀୟ ମହିଳାଙ୍କ ବାଣିଜ୍ୟ ମେଳା । ମହିଳା ଉଦ୍ୟୋଗୀଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢାଇବା...

1 min read

୧୦ ଲକ୍ଷ କୋଟି ଟଙ୍କାର ନେଟୱର୍ଥ ସହିତ ଦେଶର ପ୍ରଥମ କମ୍ପାନୀ ହୋଇଛି ରିଲାଏନ୍ସ ମୁମ୍ବାଇ / ଭୁବନେଶ୍ୱର: ଦେଶର ପ୍ରଥମ କମ୍ପାନୀ ଭାବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ୧୦ ଲକ୍ଷ କୋଟି ଟଙ୍କାର ନେଟୱର୍ଥ ହାସଲ କରିଛି। କମ୍ପାନୀ ପକ୍ଷରୁ ଘୋଷଣା...

1 min read

ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ୍ ଉଦ୍ୟୋଗ ଜିଓ ପ୍ଲାଟଫର୍ମସ ଆଜି ୨୦୨୪-୨୫ ଆର୍ଥିକ ବର୍ଷର ଚତୁର୍ଥ ବା ଶେଷ ତ୍ରୈମାସିକର ଆର୍ଥିକ ଫଳାଫଳ ଘୋଷଣା...

1 min read

ଜିଓ ଏୟାରଫାଇବର ଓଡ଼ିଶାର ସମସ୍ତ ସହର ଓ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫ୍ ଲାଇନ୍ ପାଲଟିଛି ଏବଂ ବିଶ୍ୱସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ପ୍ରଦାନ କରୁଛି ଭୁବନେଶ୍ୱର: ରିଲାଏନ୍ସ ଜିଓ ଓଡ଼ିଶାରେ ୫ଜି ଏଫଡବ୍ଲୁଏ ହୋମ ବ୍ରଡ଼ବ୍ୟାଣ୍ଡ କ୍ଷେତ୍ରରେ ସର୍ବାଧିକ ପସନ୍ଦର ସେବା ପ୍ରଦାନକାରୀ ଭାବରେ ନିଜର ପ୍ରାଧାନ୍ୟ ବିସ୍ତାର କରିଛି। ଜିଓର ୫ଜି ଏଫଡବ୍ଲୁଏ ସେବା ଜିଓ ଏୟାରଫାଇବର ଏହି କ୍ଷେତ୍ରରେ ରାଜ୍ୟରେ ୮୭% ରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିଛି। ଚଳିତ ସପ୍ତାହରେ ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟରୁ ଏହା ଜଣାପଡିଛି। ପ୍ରଥମ ଥର ପାଇଁ ଟ୍ରାଇ ପୃଥକ ଭାବରେ ୫ଜି ଏଫଡବ୍ଲୁଏ ବା ଏୟାର ଫାଇବର ଗ୍ରାହକ ସଂଖ୍ୟା ପ୍ରକାଶ କରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୩୧ ଜାନୁୟାରୀ, ୨୦୨୫ ସୁଦ୍ଧା ରିଲାଏନ୍ସ ଜିଓର ୫ଜି ଏଫଡବ୍ଲୁଏ ସେବା ଜିଓ ଏୟାରଫାଇବର ରାଜ୍ୟରେ ୧.୩ ଲକ୍ଷରୁ ଅଧିକ ଏୟାର ଫାଇବର ଗ୍ରାହକ ସହିତ ବେଶ ଆଗରେ ରହିଥିବା ବେଳେ ଏହା ପଛକୁ ଭାରତୀ ଏୟାରଟେଲ ୧୮୦୦୦ ଗ୍ରାହକ ସହିତ ଦ୍ୱିତୀୟ ସ୍ଥାନରେ ରହିଛି। ତଥ୍ୟ ଅନୁଯାୟୀ, ଜାନୁୟାରୀ ୨୦୨୫ ଶେଷ ସୁଦ୍ଧା ଓଡ଼ିଶାରେ ମୋଟ ୫ଜି ଏଫଡବ୍ଲୁଏ ବା ଏୟାରଫାଇବର ଗ୍ରାହକ ସଂଖ୍ୟା ଦେଢ଼ ଲକ୍ଷ ଅତିକ୍ରମ କରିଛି। ଜାତୀୟ ସ୍ତରରେ ମଧ୍ୟ ଜିଓ ୫ଜି ଏଫଡବ୍ଲୁଏ ବା ଏୟାରଫାଇବର କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିଛି ଏବଂ ଜିଓ ଏୟାରଫାଇବର ଦେଶରେ ଏହି କ୍ଷେତ୍ରରେ ୮୪% ରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୩୧ ଜାନୁଆରୀ, ୨୦୨୫ ସୁଦ୍ଧା, ଦେଶରେ ଜିଓର ୪୮ ଲକ୍ଷରୁ ଅଧିକ ୫ଜି ଏଫଡବ୍ଲୁଏ ବା ଜିଓ ଏୟାରଫାଇବର ଗ୍ରାହକ ରହିଥିବା ବେଳେ ଏହା ପଛକୁ ଏୟାରଟେଲର ଦେଶରେ ପ୍ରାୟ ୮ ଲକ୍ଷ ୫ଜି ଏଫଡବ୍ଲୁଏ ଗ୍ରାହକ ରହିଥିଲେ। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ତଥା ଭୌଗଳିକ ଦୃଷ୍ଟିରୁ ଆହ୍ୱାନପୂର୍ଣ୍ଣ ସ୍ଥାନଗୁଡିକରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତାକୁ ଦୂର କରିଛି, ଯେଉଁଠାରେ ପୂର୍ବରୁ ଏହା ଏକରକମ ଅସମ୍ଭବ ସ୍ବପ୍ନ ଭଳି ରହିଥିଲା। ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ଏହା ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୧ ରୁ ଅଧିକ ଓଟିଟି ଆପ୍, ସ୍ମାର୍ଟ ହୋମ୍ ସେବା, ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି। ଏହାଦ୍ୱାରା ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ, ୱାଇଫାଇ ଏବଂ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି । ଜିଓ ଏୟାରଫାଇବର ଓଡ଼ିଶାର ଶହ ଶହ ଛୋଟ ବଡ଼ ସହର ଏବଂ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫ୍‌ଲାଇନ୍ ପାଲଟିଛି ଏବଂ ସବୁଠାରୁ ନିର୍ଭରଯୋଗ୍ୟ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ପ୍ରଦାନକାରୀ ହୋଇପାରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଓଡ଼ିଶାରେ, ଜିଓ ଜାନୁୟାରୀ ମାସରେ ସର୍ବାଧିକ ପ୍ରାୟ ୫୦୦୦୦ ନୂତନ ମୋବାଇଲ୍ ଉପଭୋକ୍ତା ଯୋଡ଼ିବା ସହିତ ଜାନୁୟାରୀ ୩୧ ସୁଦ୍ଧା ରାଜ୍ୟରେ ଜିଓ ନେଟୱର୍କରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି।

1 min read

ଭୁବନେଶ୍ୱର: ସ୍ଥାନୀୟ ଓୟୁଏଟି ଭେଣ୍ଟନାରୀ ସଭାକକ୍ଷରେ ମହେନ୍ଦ୍ରା ଶିକ୍ଷା ଅନୁଷ୍ଠାନରେ ସରକାରୀ ଚାକିରି ପାଇଥିବା ୨୩୧ ଜଣ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ମହେନ୍ଦ୍ରାର...

ତିରୁପତି କଲେକ୍ସନ୍'ର ଦଶମ ସଂସ୍କରଣ ଉନ୍ମୋଚନ କରିଛି ପବିତ୍ର ପରମ୍ପରାରେ ସନ୍ନିହିତ ଏହି ଉତ୍ତମ ସୁନା ଏବଂ ହୀରା ସଂଗ୍ରହ ତିରୁପତିର ଭଗବାନ ବାଲାଜୀଙ୍କୁ ଭକ୍ତି ଅର୍ପଣ ଗ୍ରାହକମାନେ ସୁନା ଅଳଙ୍କାରର ଗଢା ମଜୁରୀ ଉପରେ ୨୫% ପର୍ଯ୍ୟନ୍ତ ରିହାତି ଏବଂ ହୀରା ଅଳଙ୍କାର ଉପରେ ୩୦% ପର୍ଯ୍ୟନ୍ତ ରିହାତି ପାଇପାରିବେ  ମୁମ୍ବାଇ: ଭାରତର ସବୁଠାରୁ ବିଶ୍ୱସ୍ତ ଅଳଙ୍କାର ବ୍ରାଣ୍ଡ ମଧ୍ୟରୁ ଅନ୍ୟତମ ରିଲାଏନ୍ସ ଜୁଏଲ୍ସ , ତିରୁପତିର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି...

1 min read

ଓଡ଼ିଶାରେ ଜିଓର ୪୫% ରୁ ଅଧିକ ମୋବାଇଲ୍ ଗ୍ରାହକ ବଜାର ଅଂଶ ଏବଂ ୬୫% ୱାୟାରଲାଇନ୍ ବା ହୋମ ବ୍ରଡ଼ବ୍ୟାଣ୍ଡ ଗ୍ରାହକ ବଜାର ଅଂଶ ଓଡ଼ିଶାରେ ୪ ଲକ୍ଷରୁ ଅଧିକ ଜିଓଫାଇବର ଏବଂ ଜିଓ ଏୟାରଫାଇବର ସଂଯୁକ୍ତ ଘର ଓ ପରିସର ସର୍ବାଧୁନିକ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ନିରବଚ୍ଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଉପଭୋଗ କରୁଛନ୍ତି ଭୁବନେଶ୍ୱର: ରାଜ୍ୟରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଏହାର ଜୟଯାତ୍ରା ଜାରି ରଖି, ରିଲାଏନ୍ସ ଜିଓ ଡିସେମ୍ବର ୨୦୨୪ ରେ ଓଡ଼ିଶାରେ ଦେଢ଼ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ୱାୟାରଲାଇନ୍ ଗ୍ରାହକ ଯୋଡିଛି। ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଡିସେମ୍ବର ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ୧.୩୪ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଉପଭୋକ୍ତା ଏବଂ ୧୬୬୦୦ ରୁ ଅଧିକ ନୂତନ ଜିଓଫାଇବର / ଜିଓ ଏୟାରଫାଇବର ଗ୍ରାହକ ଯୋଡିଛି। ଏଥିସହିତ, ଓଡ଼ିଶାରେ ଜିଓ ନେଟୱାର୍କରେ ମୋଟ ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୧.୫୬ କୋଟି ଅତିକ୍ରମ କରିଛି। ଜିଓ ବ୍ୟତୀତ, ଡିସେମ୍ବରରେ ଏୟାରଟେଲ୍ ଓଡ଼ିଶାରେ କେବଳ ୧୮୦୦୦ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ବେଳେ ବିଏସଏନଏଲ ଏହି ମାସରେ ୯୦୦୦ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ଟ୍ରାଇ ପ୍ରଦତ୍ତ ତଥ୍ୟରୁ ଜଣାପଡିଛି । ଭୋଡାଫୋନ ଆଇଡ଼ିଆ ଏହି ମାସରେ ହଜାର ହଜାର ମୋବାଇଲ୍ ଗ୍ରାହକ ହରାଇଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଡିସେମ୍ବରରେ ଓଡ଼ିଶାରେ ମୋଟ ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୧.୫୮ ଲକ୍ଷ ବୃଦ୍ଧି ପାଇ ୩.୪୩ କୋଟିରେ ପହଞ୍ଚିଛି। ଜାତୀୟ ସ୍ତରରେ ମଧ୍ୟ, ଜିଓ ଡିସେମ୍ବରରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଯୋଡ଼ିଛି ଏବଂ ଏହି ମାସରେ ୩୯ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଗ୍ରାହକ ଜିଓ ନେଟୱାର୍କରେ ଯୋଗ ଦେଇଛନ୍ତି। ରିଲାଏନ୍ସ ଜିଓ ରାଜ୍ୟରେ ୪ ଲକ୍ଷ ୱାୟାରଲାଇନ୍ ବା ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ ହାସଲ କରି ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି। ଏହାର ଗ୍ରାହକ ସଂଖ୍ୟା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତୁଳନାରେ ତିନି ଗୁଣ ଅଧିକ ରହିଛି। ଏହା ସହିତ, ଜିଓ ଏବେ ଓଡ଼ିଶାରେ ୬୫% ୱାୟାରଲାଇନ୍ ଗ୍ରାହକ ବଜାର ଅଂଶ ହାସଲ କରିଛି ଏବଂ ୪ ଲକ୍ଷରୁ ଅଧିକ ଜିଓଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ସର୍ବାଧୁନିକ ବିଶ୍ୱସ୍ତରୀୟ ଘରୋଇ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ନିରବଚ୍ଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଉପଭୋଗ କରୁଛନ୍ତି। ଏହାର ବିସ୍ତୃତ ୪ଜି ଏବଂ ୫ଜି ନେଟୱାର୍କ ଉପସ୍ଥିତି ବଳରେ ଜିଓ ଓଡ଼ିଶାର ସବୁଠାରୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ହୋଇଛି ଏବଂ ୪୫%ରୁ ଅଧିକ ମୋବାଇଲ୍ ଗ୍ରାହକ ବଜାର ଅଂଶ ଏବଂ ୫୨% ରାଜସ୍ୱ ବଜାର ଅଂଶ ହାସଲ କରିଛି। ଉଲ୍ଲେଖଯୋଗ୍ୟ ଯେ, ଓକଲା ସ୍ପିଡଟେଷ୍ଟ ଇଣ୍ଟେଲିଜେନ୍ସ ତଥ୍ୟ ଅନୁଯାୟୀ ଜିଓ ଭାରତରେ ସବୁଠାରୁ ଦ୍ରୁତତମ ୫ଜି ସେବା ପ୍ରଦାନକାରୀ ରହିଛି...