1 min read ରାଜ୍ୟ ‘ଦଳରେ ମୋ ପ୍ରେଷ୍ଟିଜ୍ ନାହିଁ’: ବିଜୟ ପଟ୍ଟନାୟକ August 16, 2024 utkal sambad ନୂଆଦିଲ୍ଲୀ: କଂଗ୍ରେସ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ। ମେଲ୍ ଯୋଗେ ତାଙ୍କର ଇସ୍ତଫା ପତ୍ରକୁ ସେ AICCକୁ ପଠାଇଛନ୍ତି।