କ୍ରୀଡା, ଶିକ୍ଷା ଏବଂ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ସହଯୋଗ, ଅମ୍ବାନୀ ଦମ୍ପତ୍ତି ପୁଣି ଥରେ ଦେଶକୁ ଗୌରବାନ୍ୱିତ କରିଛନ୍ତି ନୂଆଦିଲ୍ଲୀ: ପ୍ରସିଦ୍ଧ ଆମେରିକୀୟ ପତ୍ରିକା 'ଟାଇମ୍' ଏହାର ପ୍ରଥମ 'ଟାଇମ୍ ୧୦୦ ଫିଲାନଥ୍ରୋପି ୨୦୨୫' ତାଲିକା ପ୍ରକାଶ କରିଛି, ଯେଉଁଥିରେ ଦାନ ଏବଂ ସମାଜସେବାର ଭବିଷ୍ୟତକୁ...
Nita ambani
ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ କେନ୍ଦ୍ର (ଏନଏମଏସିସି) ନ୍ୟୁୟର୍କର ଲିଙ୍କନ ସେଣ୍ଟରରେ 'ଗ୍ରାଣ୍ଡ ଇଣ୍ଡିଆନ୍ ୱିକେଣ୍ଡ' ପାଳନ କରିବ ମୁମ୍ବାଇ: ଦେଶର ସର୍ବବୃହତ ମିଡିଆ ଏବଂ ମନୋରଞ୍ଜନ ପ୍ଲାଟଫର୍ମ ମଧ୍ୟରୁ ଗୋଟିଏ ଜିଓଷ୍ଟାରର ଅଧ୍ୟକ୍ଷା ନୀତା ଅମ୍ବାନୀ ଦୃଢ଼ ଆଶା ପ୍ରକଟ କରିଛନ୍ତି ଯେ ଖୁବ୍...
ଜାମନଗର (ଗୁଜରାଟ) : ଅନନ୍ତ ଅମ୍ବାନୀଙ୍କ ବନ୍ତାରାକୁ ଭାରତ ସରକାରଙ୍କ ଦ୍ୱାରା 'କର୍ପୋରେଟ୍' ବର୍ଗରେ ପଶୁ କଲ୍ୟାଣ କ୍ଷେତ୍ରରେ ଭାରତର ସର୍ବୋଚ୍ଚ ସମ୍ମାନ ସମ୍ମାନଜନକ 'ପ୍ରାଣୀ ମିତ୍ର'...
ମାସାଚୁସେଟ୍ସ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସ ର ଗଭର୍ଣ୍ଣର ମୋରା ହିଲି ସମ୍ମାନିତ କରିଛନ୍ତି। ନୀତା ଅମ୍ବାନୀଙ୍କୁ ଦିଆଯାଇଥିବା ପ୍ରଶସ୍ତିପତ୍ରରେ ତାଙ୍କୁ...
ବିଶ୍ୱରେ ଭାରତର ଯୋଗଦାନ ସମ୍ପର୍କରେ ମତ ରଖିବେ ନୀତା ଅମ୍ବାନୀ ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ଅଧ୍ୟକ୍ଷ ନୀତା ଅମ୍ବାନୀ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ସମ୍ମାନଜନକ 'ବାର୍ଷିକ ଭାରତ ସମ୍ମିଳନୀ'ରେ ମୁଖ୍ୟ ବକ୍ତା ଭାବରେ ନିମନ୍ତ୍ରିତ ହୋଇଛନ୍ତି। ନୀତା ଅମ୍ବାନୀ ଭାରତର କଳା ଓ ସଂସ୍କୃତିର ବିଭିନ୍ନ ଦିଗ ଏବଂ ବିଶ୍ୱରେ ଭାରତର ଯୋଗଦାନ ସମ୍ପର୍କରେ ହାର୍ଭାର୍ଡ ବିଜନେସ୍ ସ୍କୁଲର ପୂର୍ବତନ ଡିନ୍ ନିତିନ ନୋହରିଆଙ୍କ ସହ ଆଲୋଚନା କରିବେ। ‘ଭାରତରୁ ବିଶ୍ୱ ପର୍ଯ୍ୟନ୍ତ’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀ ଫେବୃୟାରୀ ୧୫ ଓ ୧୬ ତାରିଖରେ ଯୁକ୍ତରାଷ୍ଟ୍ର ଆମେରିକାର ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ୧୦୦୦ ରୁ ଅଧିକ ପ୍ରତିନିଧି ଯୋଗଦେବେ ବୋଲି ଆଶା କରାଯାଉଛି। ବିଗତ କିଛି ବର୍ଷ ଧରି ବିଶ୍ୱ ମଞ୍ଚରେ ଭାରତର ସବୁଠାରୁ ପ୍ରଭାବଶାଳୀ ସ୍ୱର ଭାବରେ ଆଗକୁ ଆସିଛନ୍ତି ନୀତା ଅମ୍ବାନୀ। ହାର୍ଭାର୍ଡରେ ସେ ଭାରତର...
ମୁମ୍ବାଇ: ରିଲାଏନ୍ସ ପକ୍ଷରୁ ଗାୟତ୍ରୀ ବାସୁଦେବ ଯାଦବଙ୍କୁ ନୂତନ ଗ୍ରୁପ୍ ମୁଖ୍ୟ ମାର୍କେଟିଂ ଅଫିସର (ସିଏମଓ) ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ଷ୍ଟ୍ରାଟେଜିକ୍ ଇନିସିଏଟିଭ୍ କାର୍ଯ୍ୟନିର୍ବାହୀ ଉପସଭାପତି...
ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଡବ୍ଲୁପିଏଲ ୨୦୨୫ ପାଇଁ ନୂତନ ମହିଳା ଟିମକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ନୀତା ଏମ ଅମ୍ବାନୀ। ରବିବାର ବେଙ୍ଗାଲୁରୁରେ ନିଲାମ...
ଯୁବ ଖେଳାଳିଙ୍କ ପ୍ରତିଭାକୁ ସୁଯୋଗ ଓ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱ ମୁମ୍ବାଇ: ସୋମବାର ଦିନ ଅନୁଷ୍ଠିତ ଆଇପିଏଲ ଖେଳାଳି ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ଯୁବ ଖେଳାଳିଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିବା ନେଇ ଖୁସି ବ୍ୟକ୍ତ କରିଛନ୍ତି...
ମୁମ୍ବାଇ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଶ୍ରୀମତୀ ନୀତା ଏମ୍ ଅମ୍ବାନୀ ସାର୍ ଏଚ୍ ଏନ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲର ଦଶମ ବାର୍ଷିକୀ ପାଳନ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଏକ ନୂତନ ସ୍ୱାସ୍ଥ୍ୟସେବା ଯୋଜନା ଆରମ୍ଭ ଘୋଷଣା କରଛନ୍ତି। ଏହି ଯୋଜନାରେ ୫୦,୦୦୦ ପିଲାଙ୍କ ପାଇଁ ଜନ୍ମଗତ ହୃଦରୋଗର ମାଗଣା ସ୍କ୍ରିନିଂ ଓ ଚିକିତ୍ସା, ୫୦,୦୦୦ ମହିଳାଙ୍କ ପାଇଁ ସ୍ତନ ଏବଂ ଗର୍ଭାଶୟ କର୍କଟ ରୋଗର ମାଗଣା ସ୍କ୍ରିନିଂ ଓ ଚିକିତ୍ସା ଏବଂ ୧୦,୦୦୦ ବାଳିକାଙ୍କ ପାଇଁ ମାଗଣା ଗର୍ଭାଶୟ କର୍କଟ ଟୀକାକରଣ ଅନ୍ତର୍ଭୁକ୍ତ। ଶ୍ରୀମତୀ ନୀତା ଅମ୍ବାନୀ କହିଛନ୍ତି, “ଆମର ଉଦ୍ୟମ ହେଉଛି ଯେ ପ୍ରତ୍ୟେକ ଭାରତୀୟ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ସୁବିଧାଜନକ ଏବଂ ସୁଲଭ ମୂଲ୍ୟରେ ପାଇପାରିବେ। ଏଥିସହିତ ଆମେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇଛୁ ଏବଂ ଅସଂଖ୍ୟ ପରିବାରକୁ ଆଶା ପ୍ରଦାନ କରିଛୁ। ଆମେ ଦଶମ ବାର୍ଷିକୀ ପାଳନ କରୁଥିବା ବେଳେ ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ସମୁଦାୟର ଶିଶୁ ଏବଂ ମହିଳାମାନଙ୍କ ପାଇଁ ଏକ ନୂତନ ମାଗଣା ସ୍ୱାସ୍ଥ୍ୟସେବା ଯୋଜନା ଆରମ୍ଭ କରିଛୁ। ” ଗତ ଦଶ ବର୍ଷ ମଧ୍ୟରେ ସାର୍ ଏଚ୍ ଏନ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲ ଦେଢ଼ ଲକ୍ଷରୁ ଅଧିକ ପିଲାଙ୍କ ସମେତ ୨୭.୫ ଲକ୍ଷ ଭାରତୀୟଙ୍କ ଜୀବନକୁ ଛୁଇଁଛି। ଏହି ଅବଧି ମଧ୍ୟରେ ଏହି ଡାକ୍ତରଖାନା ୫୦୦ ରୁ ଅଧିକ ଅଙ୍ଗ ପ୍ରତିରୋପଣ କରିଛି ଏବଂ ୨୪ ଘଣ୍ଟା ମଧ୍ୟରେ ୬ ଟି ଅଙ୍ଗ ପ୍ରତିରୋପଣ କରିବାର ରେକର୍ଡ ମଧ୍ୟ ସୃଷ୍ଟି କରିଛି।
