March 15, 2026

Utkal Sambad

Rahul-Amit

ନୂଆଦିଲ୍ଲୀ: ଆମେରିକାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ବିଜେପିର ଆକ୍ରମଣ ଜାରି ରହିଛି। ଦଳର ବହୁ ବଡ ନେତା ରାହୁଲଙ୍କ ବୟାନକୁ ସମାଲୋଚନା କରିଛନ୍ତି।...