କଟକ: କଟକ ଏସ୍ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ