ଭୁବନେଶ୍ୱର: କୁଆଡ଼େ ଗଲା ‘ସୁଭଦ୍ରା’ ଯୋଜନାର ଏସ୍ଓପି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରଶ୍ନ କରିଛନ୍ତି । ଅଗଷ୍ଟ ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ। ତୁରନ୍ତ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଏସ୍ଓପି ଆଣନ୍ତୁ। ନଚେତ୍ କଂଗ୍ରେସ ବିଧାନସଭାରେ ଏ ପ୍ରସଙ୍ଗ ଉଠାଇବ ବୋଲି ସେ କହିଛନ୍ତି। ଏଥିସହିତ ଆଗାମୀ ଦିନରେ କଂଗ୍ରେସ ପୋଲାଭରମ୍, କୋଟିଆ ପ୍ରସଙ୍ଗକୁ ଜୋରଦାର କରିବ।
More Stories
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ