ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ