ନୟାଗଡ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ମହୋତ୍ସବ ଓ ପଲିଶ୍ରୀ ମେଳା -2024ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କଲେ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଏହି ଅବସରରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଡ଼ି, ପୁରୀ ସାଂସଦ ଶ୍ରୀଯୁକ୍ତ ସମ୍ବିତ ପାତ୍ର, ଖଣ୍ଡପଡା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ, ନୟାଗଡ ବିଧାୟକ ଡ଼ା, ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା, ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ, ନୟାଗଡ ଜ଼ିଲ୍ଲା ପରିଷଦ ଅଧକ୍ଷ, ଜ଼ିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗ ଦେଇ ଥିଲେ |
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ