ଭୁବନେଶ୍ୱର: ଭୁବନେଶ୍ୱର ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଶୁକ୍ରବାର ସକାଳେ ବନ୍ଦିତା ଓ ତାଙ୍କ ସ୍ବାମୀ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ୍ ହୋଇଛନ୍ତି। ସୂଚନାଥାଉ କି, ସ୍ବାଧୀନଭାବେ ବିଜୟୀ ହେବା ପରେ ସେ ବିଜେଡିରେ ସାମିଲ ହୋଇଥିଲେ। ଏବେ ରାଜନୈତିକ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଛନ୍ତି ବନ୍ଦିତା ପାଲ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ