ଢାକା: ବାଂଲାଦେଶରେ ଆମେରିକା ଏବଂ ଚାଇନା ଶେଖ ହାସିନାଙ୍କୁ କ୍ଷମତାରୁ ହଟାଇବା ପାଇଁ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା। ଏପରିକି ସେମାନେ ଭାରତର ପଡୋଶୀ ଦେଶକୁ ଉତ୍ତେଜିତ କରିବା ପାଇଁ ଅନେକ କୌଶଳ ବ୍ୟବହାର କରିଥିଲେ ମଧ୍ୟ ବିଫଳ ହୋଇଥିବା ଜଣାପଡିଛି। ବାଂଲାଦେଶରେ ନବ ଗଠିତ ସରକାରର ମୁଖ୍ୟ ମହମ୍ମଦ ୟୁନୁସ୍ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିଲେ ଏବଂ ସେଠାରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ଶୀଘ୍ର ବନ୍ଦ କରିବାକୁ ନିଶ୍ଚିତ କରିଥିଲେ ଏବଂ ବର୍ତ୍ତମାନ ସେ ଭାରତ ସହ କାନ୍ଧରେ କାନ୍ଧ ମିଶାଇ କାମ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

More Stories
ଭାରତ ଉପରେ ଆମେରିକା ଶୁଳ୍କ କମାଇବା ସମ୍ବାବନା
୬୧୦୦୦ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦୀ
ମାୟାବତୀଙ୍କ ମନ୍ତବ୍ୟ: ଧାର୍ମିକ କାର୍ଯ୍ୟରେ ରାଜନୈତିକ ହସ୍ତକ୍ଷେପ ଉଚିତ ନୁହେଁ