June 26, 2025

Utkal Sambad

ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ଆସନ୍ତାକାଲି ବନ୍ଦ ରହିବ

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।