ଭୁବନେଶ୍ୱର: ବିଜୁ ଜନତା ଦଳର ରାଜ୍ୟସଭା ସଂସଦ ମମତା ମହନ୍ତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟସଭାକୁ ବିଜେଡି ଟିକେଟ୍ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ମମତା ମହାନ୍ତ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ
ଓଡ଼ିଶାରେ କେବେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ?