ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବେଲ ମିଳିବା ପରେ ଶୁକ୍ରବାର ସେ ୫ ମାସ ପରେ ଜେଲ୍ରୁ ବାହାରିଛନ୍ତି। ବାହାରକୁ ଆସି ସେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ, ଲକ୍ଷ ଲକ୍ଷ ଲୋକେ ଯେଉଁମାନେ ମୋ’ ଲାଗି ପ୍ରାର୍ଥନା କରୁଥିଲେ, ସେମାନଙ୍କ ଆଶୀର୍ବାଦରୁ ମୁଁ ଆଜି ବାହାରକୁ ବାହାରିଛି। ଜେଲ୍ର କାନ୍ଥ କେଜ୍ରିୱାଲର ଧର୍ଯ୍ୟକୁ ଭାଙ୍ଗି ପାରିବ ନାହିଁ।
More Stories
ଟାଇମ୍ ୧୦୦ ଫିଲାନଥ୍ରୋପି ୨୦୨୫’ ବିଶ୍ୱ ତାଲିକାରେ ମୁକେଶ ଏବଂ ନୀତା ଅମ୍ବାନୀ ସାମିଲ
ମହାକୁମ୍ଭରେ ଜିଓର ୫ଜି ସ୍ପିଡ୍ ଏୟାରଟେଲ୍ ଅପେକ୍ଷା ଉନ୍ନତ ରହିଥିଲା: ଓକଲା ରିପୋର୍ଟ
ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାମାନଙ୍କୁ ଫିଟନେସ୍ ମନ୍ତ୍ର ଦେଲେ ନୀତା ଅମ୍ବାନୀ